• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 10 Jun 2024

କୃତିକା- ପାରିବାରିକ ଜୀବନରେ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ରୋହିଣୀ- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ଦୀର୍ଘଦିନରୁ ଅଟକି ଥିବା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ

ମୃଗଶିରା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :