• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Monday 10 Jun 2024

ମୂଳା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ

ପୂ,ଷାଢା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ

ଉ,ଷାଢା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :