• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 10 Jun 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ସାମାନ୍ୟ ମନୋମାଳିନ୍ୟ ଘଟିପାରେ । ପ୍ରିୟଜନଙ୍କ ଠାରୁ ପସନ୍ଦର ଉପହାର ମିଳିବ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ

ଉ,ଭାଦ୍ରପଦ- ଶତୃ ଭୟ ସଦାସର୍ବଦା ଦେଖାଦେବ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।

ରେବତୀ- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :