• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Monday 10 Jun 2024

ମୃଗଶିରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଆଦ୍ରା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପୁନର୍ବସୁ- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :