• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Monday 10 Jun 2024

ପୁନର୍ବସୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ

ପୁଷ୍ୟା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ହେବ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଅଶ୍ଲେଷା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :