• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Monday 10 Jun 2024

ମଘା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ

ପୂ,ଫାଲଗୁନି- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ଉ,ଫାଲଗୁନି- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :