• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 10 Jun 2024

ଉ,ଫଳଗୁନି- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ହସ୍ତା- ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦ୍ୟାର୍ଥୀ ମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ଚିତ୍ରା- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାସ୍ତାରେ ଯୀବାବେଳେ ସତର୍କ ରୁହନ୍ତୁ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :