• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Monday 10 Jun 2024

ବିଶାଖା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ।

ଅନୁରାଧା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟ ରେ ବ୍ୟସ୍ତ ରହିବେ ।

ଜ୍ୟେଷ୍ଠା-ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମନୋରଞନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :