• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 10 Mar 2023

ଅଶ୍ୱନୀ- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

କୃତିକା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ

ଦ୍ୱିଜା-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :