• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Friday 10 Mar 2023

କୃତିକା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରି

ରୋହିଣୀ- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ

ମୃଗଶିରା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :