• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Friday 10 Mar 2023

ଧନିଷ୍ଠା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ

ଶତଭିଷା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନିତିରେ ଆଗ୍ରହ ବଢିପାରେ

ପୂ, ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :