ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ପୂ, ଭାଦ୍ରପଦ- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ
ଉ, ଭାଦ୍ରପଦ- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩