• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Friday 10 Mar 2023

ମୃଗଶିରା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

ଆଦ୍ରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ

ପୁନର୍ବସୁ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :