• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Friday 10 Mar 2023

ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ

ଅଶ୍ଳେଷା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :