• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Friday 10 Mar 2023

ମୂଳା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ

ପୂ, ଷାଢା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ

ଉ, ଷାଢା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :