• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Friday 10 Mar 2023

ଉ, ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ

ଶ୍ରବଣା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି

ଧନିଷ୍ଠା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :