• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 10 Mar 2024

ଅଶ୍ୱନୀ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଦ୍ୱିଜା- ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖାଦେଇପାରେ ।
କୃତିକା- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ପ୍ରତିକାର -  କେସରର ତିଲକ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :