• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 10 Mar 2024

ଧନିଷ୍ଠା- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଶତଭିଷା- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନୀତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରୀ ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ପୂ,ଭାଦ୍ରପଦ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :