• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 10 Mar 2024

ପୂ,ଭାଦ୍ରପଦ- କୌଣସି ଆତ୍ମୀୟଙ୍କ ନକରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ ।
ଉ,ଭାଦ୍ରପଦ- ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ରେବତୀ- ଅଫିସରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :