Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...
/odishatv-khabar/media/media_files/uploadimage/library/16_9/16_9_0/Horoscope_1710036955-899017.jpg)
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
