• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 10 Mar 2024

ମୃଗଶିରା- ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ଆଦ୍ରା- ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭା ସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ପୁନର୍ବସୁ- ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :