• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 10 Mar 2024

ମଘା- ଶରୀରରେ ଆଘାତ ଲାଗିପାରେ । ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବେପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଆପଣଙ୍କୁ ଉପହାର ଦେବେ । ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।
ପୂ,ଫାଲଗୁନି- ଖାଦ୍ୟ, ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଉ,ଫାଲଗୁନି- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ ।   
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :