• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 10 Mar 2024

ଉ,ଫଳଗୁନି- ପେଟରେ  ସାମାନ୍ୟ କଷ୍ଟ ଅନୁଭବ କରିବେ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ହସ୍ତା- କାହାକୁ କୌଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର୍ଯ୍ୟକୁ ଯିବା ପାଇଁ ଭଲ ଅବସର ମିଳିବ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆର୍ଶୀବାଦ ଲାଭ କରିବେ ।
ଚିତ୍ରା- ଅଫିସରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।
ପ୍ରତିକାର -   ସକାଳୁ କୁକୁର,କାଉକୁ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :