• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 10 Mar 2024

ଚିତ୍ରା - କୌଣସି ଖବର ପାଇ ମନ ଅସ୍ଥିର ହୋଇପାରେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ସ୍ୱାତୀ- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।
ବିଶାଖା- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ନୂଆ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି ।
ପ୍ରତିକାର –ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :