• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 10 Mar 2024

ବିଶାଖା- ପରସ୍ପର ପ୍ରତି ଥିବା ପ୍ରେମ ଭାବନା ବଢିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।
ଅନୁରାଧା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :