• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 10 Mar 2024

ମୂଳା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ ।

ପୂ,ଷାଢା- ପ୍ରତିଯୋଗୀ ବେପାରୀଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।

ଉ,ଷାଢା- ପୂଜା ପାଠରେ  ଅଧିକ ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :