• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th March 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିବାହ ପ୍ରସ୍ତାବ ଆସିବ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 10 Mar 2024

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।  ଅଫିସରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।
ଶ୍ରବଣା- ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।
ଧନିଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତ୍ତି ବାଡିକୁ ନେଇ ଲାଗିଥିବା ଆଇନଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :