• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2024: ଆଜି ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- ବୃଷ ରାତ୍ରି ୧୦.୨୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୨.୫୦ ଗତେ ୪ର୍ଥୀ ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୧୦.୨୭ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 10 May 2024

ଧନିଷ୍ଠା- ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ଶତଭିଷା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।
ପୂ,  ଭାଦ୍ରପଦ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :