ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- ବୃଷ ରାତ୍ରି ୧୦.୨୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୨.୫୦ ଗତେ ୪ର୍ଥୀ ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୧୦.୨୭ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି
ଉ- ଫାଲ୍ଗୁନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସଂପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତଃରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ହସ୍ତା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ ।
ଚିତ୍ରା- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି ।
ପ୍ରତିକାର - ଶ୍ରୀବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫