• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Aries

ମେଷ

Wednesday 10 May 2023

ଅଶ୍ୱନୀ – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ

କୃତିକା – ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :