• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Taurus

ବୃଷ

Wednesday 10 May 2023

କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ

ରୋହିଣୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ

ମୃଗଶିରା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :