• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Aquarius

କୁମ୍ଭ

Wednesday 10 May 2023

ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ

ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ

ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :