• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Pisces

ମୀନ

Wednesday 10 May 2023

ପୂ, ଭାଦ୍ରପଦ- ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ

ଉ, ଭାଦ୍ରପଦ- କାର‌୍ୟ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ

ରେବତୀ- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :