• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Gemini

ମିଥୁନ

Wednesday 10 May 2023

ମୃଗଶିରା - ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ

ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :