• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Cancer

କର୍କଟ

Wednesday 10 May 2023

ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ ।

ପୁଷ୍ୟା- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ

ଅଶ୍ଳେଷା- ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :