• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Leo

ସିଂହ

Wednesday 10 May 2023

ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ

ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :