• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆୟର ଉତ୍ସ ବୃଦ୍ଧି ପାଇବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Virgo

କନ୍ୟା

Wednesday 10 May 2023

ଉ- ଫାଲ୍‌ଗୁନୀ- ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ

ହସ୍ତା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ

ଚିତ୍ରା- ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଅଫିସ୍ରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :