ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।
ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ
ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩