• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Taurus

ବୃଷ

Thursday 10 Nov 2022

କୃତିକା - ଭଲ ସଂପର୍କ ରହିଥିଲେ ମଧ୍ୟ ପରିହାସଯୁକ୍ତ କଥା କହିବା କାରଣରୁ କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ଖୁସି ଆସିବ ।

ରୋହିଣୀ –ଅନ୍ୟର ସାହାର୍ଯ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।

ମୃଗଶିରା – ଜମିରେ ନିବେଶ ପାଇଁ ଭଲ ଦିନଟିଏ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।

ପ୍ରତିକାର – ମାଆ ଲକ୍ଷ୍ମୀଙ୍କୁ କିସ୍‌ମିସ୍ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :