• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 10 Nov 2022

ଧନିଷ୍ଠା – ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଉତମ ବୁଝାବଣା ରହିବ । ବ୍ୟବସାୟରେ ଥିବା ସମସ୍ୟାକୁ ପଛରେ ପକାଇ ଆଗକୁ ବଢି ଚାଲିବେ ।

ଶତଭିଷା – କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି ।

ପୂ , ଭାଦ୍ରପଦ – ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :