• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Pisces

ମୀନ

Thursday 10 Nov 2022

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତ ହୋଇପାରନ୍ତି । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଦାମ୍ପତ୍ୟ ଜୀବନ ମଧୁରତା ପୂର୍ଣ୍ଣ ହେବ

ଉ , ଭଦ୍ରପଦ - ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ରେବତୀ – ସମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ କର୍ମତତ୍ପର ରହିବେ ଓ ସମସ୍ତ ଚିିନ୍ତାରୁ ମୁକ୍ତ ରହିବେ ।

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :