• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Gemini

ମିଥୁନ

Thursday 10 Nov 2022

ମୃଗଶିରା - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ ।

ଆଦ୍ରା - ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ

ପୁନର୍ବସୁ - ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । ମହିଳା ମାନେ ଘରକୁ ସଜାଇବାରେ ସମୟ କଟାଇବେ

ପ୍ରତିକାର – ପ୍ରଭୂ ଗଣେଷଙ୍କୁ ଦୂବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :