• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Libra

ତୁଳା

Thursday 10 Nov 2022

ଚିତ୍ରା – ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ହାନି ହୋଇପାରେ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ପୁରୁଣା ରୋଗରୁ ମୁକ୍ତି ପାଇବେ ।

ସ୍ୱାତୀ – କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ବିଶାଖା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ପ୍ରତିକାର – ଗାଇକୁ ଖାଇବାକୁ ଦେଇ ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :