• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Scorpio

ବିଛା

Thursday 10 Nov 2022

ବିଶାଖା – ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ଗାଡିମଟର ସାବଧନତା ସହ ଚଲାନ୍ତୁ

ଅନୁରାଧା – ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ଜ୍ୟେଷ୍ଠା – ଋଣ ସୂତ୍ରରେ ଅର୍ଥ ଲାଭ କରିପାରନ୍ତି । ମହିଳା ମାନେ ଉଚ୍ଚମନା ରହିବେ

ପ୍ରତିକାର – ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :