• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ

Capricorn

ମକର

Thursday 10 Nov 2022

ଉ , ଷାଢା - ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ । ଆକସ୍କିକ ଧନ ବ୍ୟୟ ହୋଇପାରେ ।

ଶ୍ରବଣା – ଅଫିସ୍‌ରେ ଭଲ କାମ ପାଇଁ ପୁରସ୍କୃତ ହୋଇ ପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଧନିଷ୍ଠା – କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :