• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Aries

ମେଷ

Friday 10 Nov 2023

ପୂ.ଭାଦ୍ରପଦ- ଆର୍ଥିକ ସ୍ଥିତି ପୂର୍ବ ପରି ଠିକ ରହିବ । ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ଉ.ଭାଦ୍ରପଦ- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରୀ ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ରେବତୀ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :