• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Aquarius

କୁମ୍ଭ

Friday 10 Nov 2023

ଧନିଷ୍ଠା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ

ଶତଭିଷା- ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ସମ୍ମାନିତ ଲୋକଙ୍କ ସହ ମିଶିବେ।

ପୂ.ଭାଦ୍ରପଦ- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :