• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Gemini

ମିଥୁନ

Friday 10 Nov 2023

ମୃଗଶିରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞସ୍ୟ ବଜାୟ ରହିବ।

ଆଦ୍ରା- ରାଜନୀତିରେ ସତ୍ୟବାଦୀ ହେବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପୁନର୍ବସୁ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ କାମରେ ସବୁକଥାକୁ ହାଲୁକା ଭାବରେ ଗ୍ରହଣ କଲେ କ୍ଷତିରେ ପଡିବେ ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :