• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Cancer

କର୍କଟ

Friday 10 Nov 2023

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । କୌଣସି କାମ ସଂମ୍ପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି ।

ପୁଷ୍ୟା- ସାମାଜିକ କାର୍ଯ୍ୟକୁ ଯିବା ପାଈଁ ଭଲ ଅବସର ମିଳିବ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।

ଅଶ୍ଲେଷା- ଅଫିସରେ ଆପଣଙ୍କୁ ସାବଧାନ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :