• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Virgo

କନ୍ୟା

Friday 10 Nov 2023

ଉ.ଫାଲଗୁନି- ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବ୍ୟାପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଆପଣଙ୍କୁ ଉପହାର ଦେବେ ।

ହସ୍ତା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଚିତ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :